ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ

ଓଡିଶା ବଡ ଖବର ମହାନଗର ରାଜ୍ୟ

#ନିର୍ବାଚିତ_ହେଲେ_ବିଜେଡିର_୮୦_ରାଜ୍ୟ_କାର୍ଯ୍ୟକାରିଣୀ_ସଦସ୍ୟ    ଭୁବନେଶ୍ୱର : ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି ।

ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ନିର୍ବାଚିତ ସଦସ୍ୟ ମାନେ ହେଲେ,ଅରୂପ ପଟ୍ଟନାୟକ, ଅଶୋକ ପଣ୍ଡା, ଅନନ୍ତ ନାରାୟଣ ଜେନା, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ବିକ୍ରମ କେଶରୀ ଆରୁଖ, ବିଜୟ ରଞ୍ଜନ ସିଂ ବରିହା, ବଦ୍ରୀ ନାରାୟଣ ପାତ୍ର, ବ୍ୟେମକେଶ ରାୟ, କିଶୋର ପ୍ରଧାନ, ବାସନ୍ତୀ ହେମ୍ବ୍ରମ, ବିଭୂତିଭୂଷଣ ବଳବନ୍ତରାୟ, ବିଜୟ ନାଏକ, ବିନୟ ଟପ୍ପୋ, ବିପ୍ଲବ ପାତ୍ର, ଚନ୍ଦ୍ରଶେଖର ସାହୁ, ଚନ୍ଦ୍ରସାରଥୀ ବେହେରା, ଦେବାଶିଷ ସାମନ୍ତରାୟ, ଦିବ୍ୟଶଙ୍କର ମିଶ୍ର, ଦେବୀପ୍ରସାଦ ମିଶ୍ର, ଦିଲ୍ଲୀପ ତିର୍କୀ, ଦେବେଶ ଆଚାର୍ଯ୍ୟ, ଧ୍ରୁବ ସାହୁ, ହୃଷିକେଶ ନାୟକ, ଜ୍ୟେତିପ୍ରକାଶ ପାଣିଗ୍ରାହୀ, ଜଗନ୍ନାଥ ସାରକା, ଝିନ୍ନ ହିକକା,, କଳିକେଶ ନାରାୟଣ ସିଂହଦେଓ, କିଶୋର ମହାନ୍ତି, ଲୋପାମୁଦ୍ରା ବକ୍ସିପାତ୍ର, ମଙ୍ଗଳା କିଷାନ, ମହେଶ୍ୱର ମହାନ୍ତି, ମିଲନ କାନୁନଗୋ, ମାନସ ମଙ୍ଗରାଜ, ମାନସ ମାଡକାମୀ, ମୁଜିବୁଲ୍ଲା ଖାଁ, ନବକିଶୋର ଦାସ, ଏନ.ଭାଷ୍କର ରାଓ, ନିରଞ୍ଜନ ପୂଜାରୀ, ନଳିନୀ ପ୍ରଧାନ, ପ୍ରଣବ ପ୍ରକାଶ ଦାସ, ପ୍ରଫୁଲ୍ଲ ମଲ୍ଲିକ, ପ୍ରଦୀପ ଅମାତ, ପ୍ରମିଳା ମଲ୍ଲିକ, ପିନାକୀ ମିଶ୍ର, ପ୍ରୀତିରଞ୍ଜନ ଘଡ଼େଇ, ପୁଷ୍ପେନ୍ଦ୍ର ସିଂହଦେଓ, ପ୍ରତାପ ଜେନା, ପ୍ରଶାନ୍ତ ମୁଦୁଲି, ପ୍ରଦୀପ ମହାରଥୀ, ପ୍ରଶାନ୍ତ ଜଗଦେବ, ପ୍ରଣବ କୁମାର ବଳବନ୍ତରାୟ, ପ୍ରମୋଦ ମଲ୍ଲିକ, ପ୍ରଫୁଲ୍ଲ ସାମଲ, ରୋହିତ ପୂଜାରୀ, ରବୀନ୍ଦ୍ର କୁମାର ଜେନା, ରମେଶ ମାଝୀ, ରଣେନ୍ଦ୍ର ପ୍ରତାପ ସୱାଇଁ, ରାଜଶ୍ରୀ ମଲ୍ଲିକ, ରମେଶ ଚନ୍ଦ୍ର ବେହେରା, ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ, ରବିନାରାୟଣ ନନ୍ଦ, ରାଜୀବ ପାତ୍ର, ସଞ୍ଜୟ କୁମାର ଦାସବର୍ମା, ସୁଶାନ୍ତ ସିଂ, ସୁବ୍ରତ ତରାଇ, ସୁଦାମ ମାରାଣ୍ଡି, ସରୋଜିନୀ ହେମ୍ବ୍ରମ, ସଞ୍ଜୟ ଅଗ୍ରୱାଲ, ସମୀରରଞ୍ଜନ ଦାସ, ସୁଶାନ୍ତ ରାଉତ, ଶ୍ରୀକାନ୍ତ ସାହୁ, ପ୍ରହ୍ଲାଦ ତ୍ରିପାଠୀ, ସାନନ୍ଦ ମାରାଣ୍ଡି, ସ୍ବାଧୀନ ନାୟକ, ସୁବାସ ସିଂ, ଶ୍ରୀମୟୀ ମିଶ୍ର, ସସ୍ମିତ ପାତ୍ର ଟୁକୁନି ସାହୁ ଓ ଉଷାଦେବୀ ।