ବିଶୋଧନ କରାଗଲା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ବିଶୋଧନ କରାଗଲା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ

ଓଡିଶା କେନ୍ଦ୍ରାପଡା ଜିଲ୍ଲା

#ବିଶୋଧନ_କରାଗଲା_ଜିଲ୍ଲା_ମୁଖ୍ୟ_ଚିକିତ୍ସାଳୟ       କେନ୍ଦ୍ରାପଡା  : କେନ୍ଦ୍ରାପଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନୀୟ ଅଗ୍ନିଶମ ବିଭାଗ ପକ୍ଷରୁ କରୋନା ସଂକ୍ରମଣକୁ ନଜିର ରେ ରଖି
ମଙ୍ଗଳବାର ଦିନ ସାନିଟାଇଜ କରାଯାଇଛି । ସୂଚନା ଯୋଗ୍ୟ ଯେ, ଜିଲ୍ଲାରେ ମଙ୍ଗଳବାର ଦିନ ୧୦ଟି ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବଂ ବିଭିନ୍ନ ସମୟରେ ବିଭିନ୍ନ ପ୍ରକାରର ରୋଗୀ କେନ୍ଦ୍ରାପଡା ମୁଖ୍ୟ ଚିକିତ୍ସାଳୟକୁୁ ଆସି ଚିକିତ୍ସିତ ହେଉଥିବାରୁ ସଂକ୍ରମଣ ଅଶଙ୍କାରେ ସାନିଟାଇଜ କରା ଯାଇଥିଲା । କେନ୍ଦ୍ରାପଡା ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀ ମାନେ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।