ରାଜଧାନୀରୁ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ

ରାଜଧାନୀରୁ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଓଡିଶା ବଡ ଖବର ମହାନଗର

#ରାଜଧାନୀରୁ_ଆଉ_୫୧_କରୋନା_ଆକ୍ରାନ୍ତ_ଚିହ୍ନଟ             ଭୁବନେଶ୍ବର   : ଭୁବନେଶ୍ବରରେ ମଙ୍ଗଳବାର ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଓ ୧୬ ଜଣ ସ୍ଥାନୀୟ ସଂକ୍ରମଣ ରହିଛନ୍ତି। ଏଥିସହ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୬୯କୁ ବୃଦ୍ଧି ହୋଇଛି । ଏ ନେଇ ବିଏମସି ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।ସୂଚନା ଅନୁଯାୟୀ, ଭୁବନେଶ୍ବରରେ ବର୍ତ୍ତମାନ ସୁଦ୍ଧା ୩୬୧ ଜଣ ସୁସ୍ଥ ହୋଇଥିବା ବେଳେ ୩୯୭ ଜଣ ଚିକିତ୍ସାଧିନ ଅଛନ୍ତି ଏବଂ ୧୦ ଜଣଙ୍କର ମୃତ୍ୟୁ ଘଟିଛି ।