ଆଜିର ରାଶିଫଳ

ଆଜିର ରାଶିଫଳ

ରାଶିଫଳ

ମେଷ: ଆପଣଙ୍କର ଧନ ସମ୍ବନ୍ଧୀୟ ମାମଲାର ସମାଧାନ ହେବ। ପାରିବାରିକ ଜୀବନ ସୁଖମୟ ହେବ। ସନ୍ତାନଙ୍କ ପକ୍ଷରୁ ଖୁସି ଖବର ପାଇବେ।

ବୃଷ: ଆପଣ ଚିନ୍ତା ମୁକ୍ତ ରହିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ଲାଗି ଦିନଟି ଉତ୍ତମ। ନିକଟ ସ˚ପର୍କିୟଙ୍କ ମାଧୢମରେ ଲାଭ ହେବ।

ମିଥୁନ: ଆପଣଙ୍କ କଥା ଓ କାମ କରିବା କୌଶଳ ଲୋକଙ୍କୁ ଖୁସି କରାଇବ। କର୍ତ୍ତୃପକ୍ଷ ଖୁସି ରହିବା ହେତୁ ଆପଣଙ୍କର ଦରମା ବଢ଼ିପାରେ।

କର୍କଟ: ସ୍ଥଗିତ କାମ ପୂରା ହେବାରୁ ମନ ପ୍ରସନ୍ନ ହେବ। ଅର୍ଥ ସମ୍ବନ୍ଧୀୟ ଭଲ ଖବର ମିଳିପାରେ। ପରିବାରରେ ସୁଖ ଶାନ୍ତି ବୃଦ୍ଧି ହେବ।

ସି˚ହ: ସୃଜନଶୀଳ କାମରେ ଆପଣଙ୍କର ନାମ ହେବ। ଆର୍ଥିକ ମାମଲାରେ ଆପଣଙ୍କୁ ଲାଭ ମିଳିବ। ଛାତ୍ରଙ୍କୁ ଲେଖାପଢ଼ାରେ ପରିଶ୍ରମ କରିବା ଆବଶ୍ୟକ।

କନ୍ୟା: ଭାଗ୍ୟ ଆପଣଙ୍କୁ ସାଥ ଦେବ। କର୍ମକ୍ଷେତ୍ରରେ ଅଧିକ ପରିଶ୍ରମ କରି ସଫଳ ହେବେ। ରାଜନୀତିରେ ଲାଭଦାୟକ ସ୍ଥିତି ସୃଷ୍ଟି ହେବ।

ତୁଳା: ପାଖ ଲୋକଙ୍କ ସହଯୋଗ ପାଇବେ। ସ୍ଥଗିତ ଥିବା କାମ ପୂରା ହେବ। ପୁଞ୍ଜି ବଜାରରେ ଲାଭ ପାଇବେ। ମନୋର˚ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।

ବିଛା: ଗପସପରେ ସମୟ ବିତିବ। ସନ୍ତାନଙ୍କ ଠାରୁ ଭଲ ଖବର ପାଇବେ। ସାମାଜିକ କ୍ଷେତ୍ରରେ ଆପଣଙ୍କର ପ୍ରଭାବ ବଢ଼ିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।

ଧନୁ: ଧାର୍ମିକ କାର୍ଯ୍ୟରେ ସମୟ ବିତିବ। ମନରେ ନୂଆ ବିଚାର ଆସିବ। ସରକାରୀ କାମରେ କିଛି ଲୋକଙ୍କ ସାହାଯ୍ୟ ପାଇବେ।

ମକର: ସହଯୋଗୀଙ୍କ ସହଯୋଗ ପାଇବା ପାଇଁ ଚେଷ୍ଟା କରିବାକୁ ହେବ। ପ୍ରତିକୂଳ ପରିସ୍ଥିତିର ସାମନା କରିପାରନ୍ତି। ବ୍ୟବସାୟର ବିସ୍ତାର ପାଇଁ ଚିନ୍ତା କରିବେ।

କୁମ୍ଭ: ସାରାଦିନ ଖୁସି ରହିବେ। ରାଜନୀତିରେ ପରିସୀମା ବଢ଼ାଇବେ। ବ୍ୟବସାୟରେ ଉନ୍ନତି ହେବ। ଛାତ୍ରଙ୍କୁ ଶିକ୍ଷକଙ୍କ ମାର୍ଗଦର୍ଶନ ମିଳିବ।

ମୀନ: ଅଫିସ ଦାୟିତ୍ବକୁ ଭଲଭାବେ ନିର୍ବାହ କରିବେ। ବ୍ୟବସାୟରେ ଅଧିକ ଲାଭ ପାଇବେ। ବିବାହିତ ସୁଖଦ ସମୟ ଅତିବାହିତ କରିବେ।