ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ସକାରାତ୍ମକ ଭାବନା ଓ ଶକ୍ତିକୁ ପ୍ରୟୋଗ କରନ୍ତୁ। ପରିଶ୍ରମର ଫଳ ତୁରନ୍ତ ପାଇବେ। ଧାର ଦେଇଥିବା ଟଙ୍କା ଫେରସ୍ତ ପାଇବେ। ବୃଷ: କ୍ରମାଗତ ପ୍ରୟାସରେ ଆପଣଙ୍କୁ ସଫଳତା ମିଳିବ। ସରକାରୀ କାମ ପୂରା ହେବ। ଛାତ୍ରଙ୍କୁ ଲେଖାପଢ଼ାରେ ଭଲ ପରିଣାମ ମିଳିବ। ମିଥୁନ: ଆପଣ ଶକ୍ତି ଓ ପ୍ରେରଣାରେ ଭରି ରହିବେ। କୌଣସି ବିଶେଷ କାମ କରିବେ। ଜୀବନସାଥୀଙ୍କ ସହିତ ଅଧିକ ସମୟ ଅତିବାହିତ କରିବେ। କର୍କଟ: ନିଜକୁ ସୁସ୍ଥ ଓ ସତେଜ ଅନୁଭବ କରିବେ। […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: କ୍ୟାରିୟରରେ ଆଗକୁ ବଢ଼ିବା ପାଇଁ ନୂଆ ସୁଯୋଗ ଆସିବ। ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ଘରକୁ କୌଣସି ବନ୍ଧୁ ଆସିପାରନ୍ତି। ବୃଷ: ଆପଣଙ୍କର ଆତ୍ମବିଶ୍ବାସର ସ୍ତର ଉଚ୍ଚ ରହିବ। ଲୋକ କଲ୍ୟାଣ କାର୍ଯ୍ୟରେ ସମୟ ଦେବେ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ମିଥୁନ: ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ନିକଟସ୍ଥ ସହରକୁ ଯାତ୍ରାରେ ଯିବେ। ଭାବିଚିନ୍ତ ଖର୍ଚ୍ଚ କରନ୍ତୁ । କର୍କଟ: ଆଧୢାତ୍ମିକ ଭାବନାରେ ସମୟ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ସଫଳତା ଆପଣଙ୍କୁ ଅପେକ୍ଷା କରି ରହିଛି। ଆଗକୁ ବଢ଼ି ଚାଲନ୍ତୁ, ଭାଗ୍ୟ ଆପଣଙ୍କୁ ପୂରା ସାଥ୍‌ ଦେବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରା ହେବ। ବୃଷ: ନେତା ଓ ଉଚ୍ଚ ଅଧିକାରୀଙ୍କ ସହିତ ସମ୍ବନ୍ଧ ମଜଭୁତ େହବ। ବଡ଼ ସମସ୍ୟାର ସମାଧାନ କରିବାର ଦାୟିତ୍ବ ପାଇବେ। ବେପାରରେ ଲାଭ ହେବ। ମିଥୁନ: ସୁଯୋଗ ଆପଣଙ୍କୁ ଅପେକ୍ଷା କରି ରହିଛି। ସମ୍ବନ୍ଧ ଓ କାମ ମଧ୍ୟରେ ତାଳମେଳ ବଜାୟ ରହିବ। ଆର୍ଥିକ ସ୍ଥିତି ମଜଭୁତ ହେବ। କର୍କଟ: ସମାଜରେ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ସ˚ପର୍କୀୟଙ୍କ ଠାରୁ ଖୁସି ଖବର ପାଇବେ। ବ୍ୟବସାୟରେ ଲାଭ ହୋଇପାରେ। ପାରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ବୃଷ: ମନରେ ନୂଆ ବିଚାର ଆସିବ। ଯେତେ ମିଠା କଥା କହିବେ ସେତେ ଲାଭ ପାଇବେ। ବ୍ୟବସାୟରେ କିଛି ପରିବର୍ତ୍ତନ ଆଣିପାରନ୍ତି। ମିଥୁନ: ଜୀବନରେ ଉନ୍ନତି ହେବା ହେତୁ ପରିବାରରେ ଖୁସିର ମାହୋଲ ରହିବ। ରାଜନୀତିରେ ସଫଳତା ପାଇବେ। ବିଜ୍ଞାନ ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ। କର୍କଟ: ଜୀବିକା ପାଇଁ ଦିନଟି ଅଧିକ ଶୁଭ। ଆପଣଙ୍କ ବିଚାରରେ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ। ଯାହା ବି କାମ କରିବେ ସଫଳ ହେବେ। ନେତା ଓ ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବୃଷ: ମାନସିକ ରୂପେ ସକାରାତ୍ମକ ରହନ୍ତୁ। କଷ୍ଟ ମନେ ହେଉଥିବା କାର୍ଯ୍ୟ ସହଜରେ କରି ପାରିବେ। ପ୍ରବନ୍ଧକର୍ତ୍ତାଙ୍କ ସହିତ ସମ୍ବନ୍ଧ ମଜଭୁତ େହବ। ମିଥୁନ: ଯୋଜନାକୁ ଗୋପନ ରଖନ୍ତୁ, ଭଲ ହେବ। କାମର ତାଲିକା କରି ଆଗକୁ ବଢ଼ନ୍ତୁ। ରାଜନୀତିରେ ସଫଳତା ପାଇବେ। କର୍କଟ: ଗରମ ମିଜାଜ ଆପଣଙ୍କୁ ଲାଭ ଦେବ। ଅଫିସରେ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ବେପାର ବୃତ୍ତିରେ ମନ ଚାହୁଥିବା ସଫଳତା ଓ ଲାଭ ପାଇବେ। ରାଜନୀତିରେ ସଫଳତା ପାଇବେ। ବନ୍ଧୁଙ୍କ ଠାରୁ ସୁସମ୍ବାଦ ପାଇବେ। ବୃଷ: ଉନ୍ନତିର ନୂଆ ମାର୍ଗ ଖୋଲିବ। ପରିବାର ସହିତ ମିଶିବା ହେତୁ ଖୁସି ରହିବେ। ଛାତ୍ରୀମାନେ ସହପାଠୀଙ୍କ ସାହାଯ୍ୟ ପାଇବେ। ସ୍ବାସ୍ଥ୍ୟ ଭଲ ରହିବ। ମିଥୁନ: ଦେବୀମାତାଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ନିଜ କଥା ଅନ୍ୟମାନଙ୍କୁ ଜଣାଇବାରେ ସଫଳ ହେବେ। ବ୍ୟବସାୟରେ ଉଚିତ ଲାଭ ପାଇବେ। କର୍କଟ: ଆତ୍ମସମୀକ୍ଷାରେ ସମୟ ବିତିବ। ଖାସ୍‌ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଆପଣଙ୍କର ସ୍ବଭାବ ନେତାଙ୍କ ଭଳି ରହିବ। କଷ୍ଟରେ ଥିବା ବନ୍ଧୁଙ୍କ ସହାୟତା କରିବେ। ଚାକିରିଜୀବୀଙ୍କ ଲାଗି ଭଲ ସୁଯୋଗ ଆସିବ। ବୃଷ: କ୍ୟାରିୟର ଲାଗି ନୂଆ ସୁଯୋଗ ମିଳିବ। ଅଧିକାରୀବର୍ଗ ଆପଣଙ୍କ ଉପରେ ଖୁସି ରହିବେ। ନୂଆ କାମରେ ପୁଞ୍ଜି ଲଗାଇଲେ ଲାଭ ହେବ। ମିଥୁନ: କାରବାର ସ˚ପର୍କିତ ଯାତ୍ରା ଯୋଗ ରହିଛି। ଆଇନଜୀବୀଙ୍କ ଲାଗି ଦିନଟି ଲାଭପ୍ରଦ। ଜୀବନସାଥୀଙ୍କ ସହିତ ସମ୍ବନ୍ଧରେ ନୂତନତ୍ବ ଆସିବ କର୍କଟ: ଦିନଟି ବ୍ୟସ୍ତତାରେ କଟିବ। ପଇସା ଯେମିତି ଆସିବ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଆପଣଙ୍କ ଶକ୍ତିର ସ୍ତର ବଢ଼ିବ। ଲୋକମାନଙ୍କ ଧୢାନ ଆକର୍ଷିତ କରିବାରେ ସଫଳ ହେବେ। ଉନ୍ନତିର ନୂଆ ମାର୍ଗ ଖୋଲିବ। ବୃଷ: ପୂଜାପାଠରେ ଅଧିକ ସମୟ ଦେବେ। ସ୍ତ୍ରୀ ଓ ମାଆଙ୍କ ପୂରା ସହଯୋଗ ପାଇବେ। କ୍ୟାରିୟରରେ ଉନ୍ନତିର ସମ୍ଭାବନା ରହିଛି। ମିଥୁନ: ଇଷ୍ଟଦେବଙ୍କ ପୂଜାର୍ଚ୍ଚନା କରନ୍ତୁ, ଶୁଭଫଳ ବୃଦ୍ଧି ହେବ। ଆପଣଙ୍କୁ ଭଲ ସୁଯୋଗ ମିଳିପାରେ। ଘରୋଇ ଜୀବନରେ ସୁଖ ସୁବିଧା ବୃଦ୍ଧି ହେବ। କର୍କଟ: ଆଗକୁ ବଢ଼ି ଚାଲନ୍ତୁ, ପରିସ୍ଥିତି ଆପଣଙ୍କ ପକ୍ଷରେ ହେବ। […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ବିଭିନ୍ନ ଦିଗରୁ ଧନ ପ୍ରାପ୍ତିର ସୂଚନା ମିଳୁଛି। ଆର୍ଥିକ ଅଭିବୃଦ୍ଧି ଘଟିବ। ବାଣିଜ୍ୟ କାରବାର ଲାଭଜନକ ହେବ। ପ୍ରିୟ ବନ୍ଧୁଙ୍କ ସାନ୍ନିଧ୍ୟ ମିଳିବ। ଚିନ୍ତାଧାରାରେ ନୂତନତ୍ବ ଦେଖା ଦେବ। ସାଧୁସଙ୍ଗ ମିଳିବ। ନୀତିନିଷ୍ଠ ଭାବେ ଶ୍ରେଷ୍ଠତ୍ବ ଲାଭ ହେବ। ବୃଷ: କର୍ତ୍ତବ୍ୟନିଷ୍ଠ ହେବେ। ମନରେ ଉଦ୍‌ବେଗ ଜାତ ହୋଇପାରେ। ଜ୍ଞାନ-ଗରିମା ବୃଦ୍ଧି ହେବ। କର୍ମକ୍ଷେତ୍ର, ସାମାଜିକ କ୍ଷେତ୍ରରେ ପ୍ରଭାବଶାଳୀ ହେବେ। ସ୍ବାଭିମାନୀ ହୋଇପାରନ୍ତି। ସତ୍ୟବାଦୀ, ପଣ୍ଡିତ ଓ ଭାଗ୍ୟବାନ୍‌ ହେବେ। ମିଥୁନ: ମାଙ୍ଗଳିକ କାର୍ଯ୍ୟରେ ମନୋନିବେଶ କରିପାରନ୍ତି। ଶାରୀରିକ ପୀଡ଼ା […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଉନ୍ନତି ମାର୍ଗରେ ଲାଗିରହିଥିବା ବାଧା ଦୂର ହେବ। ଆଇନଜୀବୀଙ୍କ ଲାଗି ଦିନଟି ଲାଭପ୍ରଦ। ସନ୍ତାନଙ୍କ ଉନ୍ନତିରେ ଗୌରବାନ୍ବିତ ଅନୁଭବ କରିବେ। ବୃଷ: ଭାଗ୍ୟ ଉପରେ ସ˚ପୂର୍ଣ୍ଣରୂପେ ଭରସା କରନ୍ତୁ ନାହିଁ। ପରିଶ୍ରମ କରନ୍ତୁ, ସୁଫଳ ପାଇବେ। ପରିବାର ଲୋକଙ୍କ ସହିତ ଅଧିକ ସମୟ ବିତାଇବେ। ମିଥୁନ: ନିଜକୁ ଶକ୍ତିବାନ ଅନୁଭବ କରିବେ। ଚାକିରି ପାଇଁ ଭଲ ପ୍ରସ୍ତାବ ମିଳିବ। ବୈବାହିକ ଜୀବନରେ ମନର ଆବେଗ ସମାପ୍ତ ହେବ କର୍କଟ: ବ୍ୟବସାୟ ନେଇ ବ୍ୟସ୍ତ ରହିବେ। ସରକାରୀ […]

Continue Reading