ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ପ୍ରଭୁଙ୍କୁ ଦର୍ଶନ କରନ୍ତୁ, ମନୋକାମନା ପୂରଣ ହେବ। ଜୀବନସାଥୀଙ୍କ ପରାମର୍ଶ ନେଇ ନୂଆ କାରବାରରେ ଅର୍ଥ ଲାଗାଇବେ। ଛାତ୍ରଙ୍କ ଲାଗି ଦିନଟି ଭଲ। ବୃଷ: ବ୍ୟବସାୟରେ ନୂଆ କୌଶଳ ଅବଲମ୍ବନ କରନ୍ତୁ, ଲାଭ ହେବ। ଘରୋଇ କାମ ସମାପ୍ତ କରିବେ। ବନ୍ଧୁଙ୍କ ସହ ଭ୍ରମଣରେ ଯିବାର ଯୋଜନା କରିବେ। ମିଥୁନ: ବନ୍ଧୁଙ୍କ ଠାରୁ ଭଲ ପରାମର୍ଶ ପାଇବେ। ଯୋଜନାକୁ ଆଗକୁ ବଢ଼ାଇବାର ଯୋଜନା କରିବେ। ଅଫିସରେ ଆପଣ କାମର ପ୍ରଶ˚ସା ହେବ। କର୍କଟ: ନେତୃତ୍ବ ନେବାର […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଗୁରୁତ୍ବପୂର୍ଣ୍ଣ କାର୍ୟ୍ୟକ୍ରମରେ ଯୋଗ ଦେବେ। ବ୍ୟବସାୟରେ ସବୁ ଭଲ ରହିବ। କଳା ସାହିତ୍ୟ କ୍ଷେତ୍ରରେ ଆପଣଙ୍କର ସମ୍ମାନ ବଢ଼ିବ। ବୃଷ: ଅଧୁରା କାମ ପୂରା ହେବ। ଭୂସ˚ପତ୍ତି କିଣିବାର ଯୋଗ ରହିଛି। ଚାକିରିଜୀବୀଙ୍କ କାମରେ କର୍ତ୍ତୃପକ୍ଷ ଖୁସି ହେବେ। ମିଥୁନ: ଆପଣଙ୍କର ଆତ୍ମବିଶ୍ବାସ ଉଚ୍ଚ ରହିବ। କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପିତ କରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କର୍କଟ: ଆର୍ଥିକ ଲାଭ ପାଇଁ ସୁନ୍ଦର ଦିନଟିଏ। ସମସ୍ୟା ସମାଧାନର ରାସ୍ତା ମିଳିବ। ମହତ୍ତ୍ବପୂର୍ଣ୍ଣ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ବିରୋଧୀ ଆପଣଙ୍କ ସମ୍ମୁଖରେ ନତମସ୍ତକ ହେବେ। ସୁସମ୍ବାଦ ପାଇବେ। ବ୍ୟବସାୟରେ ପ୍ରଗତି ହେବ। ପ୍ରେମରେ ସଫଳତା ମିଳିବ। ବୃଷ: କ୍ୟାରିୟରରେ ନୂଆ କୀର୍ତ୍ତିମାନ ସ୍ଥାପନ କରିବେ। ଅଚାନକ ଧନଲାଭ ହେବ। ପରିବାରରେ ଲାଗି ରହିଥିବା ମତଭେଦ ଦୂର ହେବ। ମିଥୁନ: କିଛି ନୂଆ ଶିଖିବାର ସୁଯୋଗ ମିଳିବ। ପୂର୍ବରୁ କରିଥିବା କାମର ଲାଭ ପାଇବେ। ବନ୍ଧୁଙ୍କ ସହିତ ବାର୍ତ୍ତାଳାପରେ ସମୟ ବିତିବ। କର୍କଟ: ଜରୁରୀ ବିଷୟରେ ବରିଷ୍ଠଙ୍କ ପରାମର୍ଶ ନେବେ। ବେପାରୀଙ୍କୁ ଆୟର ନୂଆ ଉତ୍ସ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: କାର୍ଯ୍ୟାନୁଷ୍ଠାନ ସମୟ ଉପଯୋଗୀ ହେବ। ପଡ଼ୋଶୀ ଓ ବନ୍ଧୁଙ୍କ ସହାୟତା ପାଇଁ ସାହସ ବୃଦ୍ଧି ପାଇବ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭ କାର୍ଯ୍ୟ କରିପାରନ୍ତି। ଋଣ ପରିଶୋଧ କରିବେ। ସୁସମ୍ବାଦ ମିଳିବ। ବୃଷ: ଅଧ୍ୟୟନରତ ହୋଇପାରନ୍ତି। ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଶୁଭ ଖବର ପାଇ ଖୁସି ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଘାତଚନ୍ଦ୍ର ଭୋଗ ହେଉଥିବାରୁ ପ୍ରାୟ ପ୍ରତ୍ୟେକ କ୍ଷେତ୍ରରେ ସତର୍କ ରହିବେ। ମିଥୁନ: ପରିଶ୍ରମର ମୂଲ୍ୟ ମିଳିବ। କେ​‌େ​‌ତକ କ୍ଷେତ୍ରରେ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ନିତିଦିନିଆ କାମ ବିନା ବାଧା ବିଘ୍ନରେ ସ˚ପନ୍ନ ହେବ। ଚାକିରିରେ କର୍ତ୍ତୃତ୍ବ ବଢ଼ିବ। ଶତ୍ରୁଙ୍କୁ ପରାସ୍ତ କରିବେ। ବୃଷ: କାରବାରରେ ଆପଣଙ୍କୁ ଲାଭ ମିଳିବ। ପାରିବାରିକ ସମସ୍ୟାର ସମାଧାନ ହେବ। ଛାତ୍ରଙ୍କ ଲାଗି ଦିନଟି ଭଲ। ସ୍ବାସ୍ଥ୍ୟ ଭଲ ରହିବ। ମିଥୁନ: ଚାକିରିରେ ବିଶେଷ ସଫଳତା ହାସଲ କରିବେ। ସମାଜସେବୀଙ୍କ ଲାଗି ଦିନଟି ଉତ୍ତମ। ପାରିବାରିକ ଜୀବନ ଶାନ୍ତିମୟ ହେବ। କର୍କଟ: ଈଷ୍ଟଦେବଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। କାରବାରରେ ପ୍ରଚୁର ଲାଭ ପାଇବେ। […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କ ଲାଗି ଉତ୍ତମ। ଆର୍ଥିକ ଲାଭର ଭଲ ସୁଯୋଗ ମିଳିବ। ସ˚ପର୍କିୟଙ୍କ ସହିତ ମିଶିବାର ଯୋଗ ରହିଛି। ବୃଷ: ଆପଣ ନିଜ ଉପରେ ଗର୍ବ ଅନୁଭବ କରିବେ। ନୂଆ ଲୋକଙ୍କ ସହିତ ପରିଚୟ ହେବ। ଚାକିରିଆଙ୍କୁ ବିଶେଷ ସଫଳତା ମିଳିବ। ମିଥୁନ: ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଆଲୋଚନା ହେବ। ବ୍ୟବସାୟରେ ଉନ୍ନତି ହେବ। ପରିବାରରେ ଶାନ୍ତ ବାତାବରଣ ରହିବ। କର୍କଟ: ଘରୋଇ କାମ ସମାପ୍ତ କରିବାରେ ସଫଳ ହେବେ। ବେପାରରେ ଲାଭ ହେବ। ଚାକିରିରେ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ନୂଆ ଲୋକଙ୍କ ସହିତ ପରିଚିତ ହେବେ। ବ୍ୟବସାୟ ପାଇଁ ନୂଆ ଚୁକ୍ତି କରିବେ। ବାହନ କିଣିବା ଲାଗି ମନ ବଳିବ। ସ୍ବାସ୍ଥ୍ୟ ଭଲ ରହିବ ବୃଷ: ମନରେ ନୂଆ ବିଚାର ସୃଷ୍ଟି ହେବ। ବ୍ୟବସାୟ ସମ୍ବନ୍ଧରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ଆଲୋଚନା କରିବେ। ଇ˚ଜିନିୟରଙ୍କ ଲାଗି ଦିନଟି ଉତ୍ତମ ମିଥୁନ: ବାପାଙ୍କ ଆଶୀର୍ବାଦ ଆପଣଙ୍କ ଉପରେ ରହିବ। କଥାରେ ସମସ୍ତଙ୍କୁ ପ୍ରଭାବିତ କରି ପାରନ୍ତି। ଅଧୁରା କାମ ଯଥା ସମୟରେ ପୂରା କରିନେବେ କର୍କଟ: କୌଣସି […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଭବିଷ୍ୟତ ଲାଗି ନୂଆ ଯୋଜନା କରିବେ। ବନ୍ଧୁଙ୍କ ସହଯୋଗ ପାଇବେ। ଗବେଷଣା କାମ ସ˚ପୂର୍ଣ୍ଣ ହୋଇପାରେ। ବୃଷ: ସାରାଦିନ ଖୁସି ମନରେ ରହିବେ। ଜୀବନସାଥୀଙ୍କ ଠାରୁ ବହୁତ ପ୍ରେମ ପାଇବେ। ଚାକିରିଜୀବୀଙ୍କୁ କାମରେ ସଫଳତା ମିଳିବ। ମିଥୁନ: ମନୋଯୋଗରେ ନିଜର କାମ କରିବେ। ଉଚ୍ଚ ଅଧିକାରୀ ଆପଣଙ୍କ କାମକୁ ପ୍ରଶ˚ସା କରିବେ। ପାରିବାରିକ ଜୀବନ ସୁଖମୟ ହେବ। କର୍କଟ: ଭାବିଚିନ୍ତି କିଣାବିକା କରନ୍ତୁ। ପାରିବାରିକ ବ୍ୟାପାରକୁ ନେଇ ଆକୁଳ ରହିବେ। ସ୍ବାସ୍ଥ୍ୟ ପ୍ରତି ସଚେତନ ରୁହନ୍ତୁ। […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ଲକ୍ଷ୍ୟ ଦିଗରେ ଅଗ୍ରସର ହେବେ। ଆର୍ଥିକ ଲାଭ ମିଳିବା ହେତୁ ମନ ଖୁସି ରହିବ। ଅଫିସରେ ସମସ୍ତଙ୍କ ସହଯୋଗ ପାଇବେ। ବୃଷ: ଆପଣଙ୍କର ଆତ୍ମବିଶ୍ବାସ ଅତୁଟ ରହିବ। ସାଥୀଙ୍କ ସହିତ ସମ୍ବନ୍ଧ ସୁଖଦ ହେବ। ଶୁଭ ଖବର ପାଇବେ। ପରିବାରରେ ଏକତା ଓ ପ୍ରେମ ବଢ଼ିବ। ମିଥୁନ: ଆପଣ ଆଜି ଖୁସି ରହିବେ। ଜୀବନସାଥୀଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇବେ। ବ୍ୟାବସାୟିକ କାମରେ ପାଖ ସହରକୁ ଯିବେ। କର୍କଟ: କାର୍ଯ୍ୟକ୍ଷେତ୍ରରେ ଭଲ ଶୈଳୀରେ କାମ କରିବେ। ରାଜନୀତିରେ […]

Continue Reading
ଆଜିର ରାଶିଫଳ

ଆଜିର ରାଶିଫଳ

ମେଷ: ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ। ଅଫିସରେ ସହକର୍ମୀଙ୍କ ସହଯୋଗ ପାଇବେ। ବନ୍ଧୁଙ୍କ ଠାରୁ ଭଲ ଖବର ପାଇବେ। ବୃଷ: ବ୍ୟବସାୟରେ ବିରୋଧୀଙ୍କ ପ୍ରତି ସାବଧାନ ରହନ୍ତୁ। କୌଣସି ଗୁରୁତ୍ବପୂର୍ଣ୍ଣ ମାମଲାରେ ବରିଷ୍ଠଙ୍କ ସହିତ କଥାବାର୍ତ୍ତା ହେବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ। ମିଥୁନ: ବ୍ୟବସାୟରେ ପରିସ୍ଥିତି ଅନୁକୂଳ ରହିବ। ପରିବାରରେ ଆନନ୍ଦ ଉଲ୍ଲାସ ଦେଖାଦେବ। ଛାତ୍ରଙ୍କୁ ଭଲ ଅବସର ମିଳିପାରେ। କର୍କଟ: କମ୍ ପରିଶ୍ରମରେ ଅଧିକ ଲାଭ ପାଇବେ। ବରିଷ୍ଠ ଆପଣଙ୍କ କାମକୁ ନେଇ […]

Continue Reading