ଅଙ୍ଗଦାନ ପାଇଁ ସଚେତନ କରୁଛନ୍ତି ପ୍ରମୋଦ

ଅଙ୍ଗଦାନ ପାଇଁ ସଚେତନ କରୁଛନ୍ତି ପ୍ରମୋଦ

#ଅଙ୍ଗଦାନ_ପାଇଁ_ସଚେତନ_କରୁଛନ୍ତି_ପ୍ରମୋଦ     ବ୍ରହ୍ମପୁର  : ଅଙ୍ଗଦାନ ପାଇଁ ଲୋକଙ୍କୁ ସଚେତନ କରିବାକୁ ମହରାଷ୍ଟ୍ରରୁ ୬୮ ବର୍ଷୀୟ ପ୍ରମୋଦ ମହାଜନ ବାଇକ୍‌ରେ ଭାରତ ଅର୍ଗାନ ଯାତ୍ରାରେ ବାହାରିଛନ୍ତି। ବୟସ ପାଖରେ ହାର ନମାନି ସେ ଏହି ମହତ୍‌ କାମ ପାଇଁ ପୂରା ଭାରତ ଯାତ୍ରା କରିବାକୁ ଲକ୍ଷ ରଖିଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ଛତ୍ରପୁରଠାରେ ଗଞ୍ଜାମ ଜିଲପାଳ ବିଜୟ ଅମୃତା କୁଲାଙ୍ଗେଙ୍କୁ ଭେଟି ଏ ସମ୍ପର୍କରେ ଆଲୋଚନା କରିଥିଲେ। ଜିଲାପାଳ ମଧ୍ୟ ତାଙ୍କ ମହତ୍‌ କାମକୁ ପ୍ରଂଶସା କରିବା […]

Continue Reading