ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଉର୍ଜା କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ହେବ ଓଡ଼ିଶା

ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଉର୍ଜା କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ହେବ ଓଡ଼ିଶା

#ଅଧିକ_ଲାଭବାନ_ହେବ_ଓଡ଼ିଶା           ନୂଆଦିଲ୍ଲୀ   : ଆତ୍ମନିର୍ଭର ଭାରତ ଦୂରଦୃଷ୍ଟି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବାଣିଜ୍ୟିକ ଖଣି ପାଇଁ ୪୧ଟି କୋଇଲା ଖଣି ନିଲାମ କରିବା ପ୍ରକ୍ରିୟାର ଶୁଭାରମ୍ଭ କରିଛନ୍ତି । ଏହି ଐତିହାସିକ ପଦକ୍ଷେପ ଇସ୍ପାତ, କୋଇଲା, ଶକ୍ତି ତଥା ଆନୁଷଙ୍ଗିକ ଉର୍ଜା କ୍ଷେତ୍ରରେ ସବୁଠୁ ଅଧିକ ଲାଭବାନ ଓଡ଼ିଶା ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । କୋଇଲା କ୍ଷେତ୍ରରେ ସୁଯୋଗ ସୃଷ୍ଟି କରିବା ପାଇଁ ଆଜି ନିଆଯାଇଥିବା ପ୍ରମୁଖ ପଦକ୍ଷେପ […]

Continue Reading