ଓଡିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକଙ୍କ ପାଇଁ ଖୋଲିଲା ହେଲପ୍ ଲାଇନ୍ ନମ୍ବର

ଓଡିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକଙ୍କ ପାଇଁ ଖୋଲିଲା ହେଲପ୍ ଲାଇନ୍ ନମ୍ବର

 #ଅନ୍ୟ_ରାଜ୍ୟର_ଲୋକଙ୍କ_ପାଇଁ_ଖୋଲିଲା_ହେଲପ୍_ଲାଇନ୍_ନମ୍ବର       ଭୁବନେଶ୍ୱର   :  ବାହାର ରାଜ୍ୟଗୁଡ଼ିକରେ ରହିଯାଇଥିବା ଓଡ଼ିଆମାନଙ୍କ ସମସ୍ୟା ସଂପର୍କରେ ଅବଗତ ହେବା ପାଇଁ ଗୃହ ବିଭାଗ ପକ୍ଷରୁ ହେଲପ୍ଲାଇନ୍ ନଂ-୦୬୭୪-୨୩୯୨୧୧୫ ଓ ମୋବାଇଲ୍ ହ୍ୱାଟସ୍ଆପ୍ ନଂ-୯୪୩୮୯୧୫୯୮୬ କାର୍ଯ୍ୟ କରୁଛି । ଏଥିରେ ଯୋଗାଯୋଗ କରିବା ପାଇଁ ବାହାର ରାଜ୍ୟରେ ଥିବା ଓଡ଼ିଆମାନଙ୍କୁ ଅନୁରୋଧ କରାଯାଇଛି ବୋଲି ସୁବ୍ରତ ବାଗଚୀ ସୂଚନା ଦେଇଛନ୍ତି । ସେହିପରି ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକମାନଙ୍କ ନିମନ୍ତେ ଓଡ଼ିଶା ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟଳୟରେ […]

Continue Reading