ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବାକୁ ସମସ୍ତଙ୍କ ମତାମତ ନିଆ ଯାଇଛି

ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବାକୁ ସମସ୍ତଙ୍କ ମତାମତ ନିଆ ଯାଇଛି

 #ଅର୍ଥନୀତିକୁ_ଗତିଶୀଳ_କରିବାକୁ_ସମସ୍ତଙ୍କ_ମତାମତ_ନିଆ_ଯାଇଛି              ଭୁବନେଶ୍ୱର    :  ରାଜ୍ୟର ଅର୍ଥନୀତିକୁ ଗତିଶୀଳ କରିବାକୁ ସମସ୍ତଙ୍କ ମତାମତ ନିଆ ଯାଇଛି । ରାଜ୍ୟର ସମସ୍ୟା ଓ ଆହ୍ୱାନ ବଦଳି ଯାଇଛି । ପ୍ରବାସୀ ଶ୍ରମିକ,କୃଷି,ଜଲସମ୍ପଦ ପରି ବିଭିନ୍ନ ବିଭାଗ ଯୋଜନା ପ୍ରସ୍ତୁତ କରୁଥିବା ବେଳେ ସବୁ ବିଭାଗ ମିଶାଇ କିପରି ସମନ୍ୱିତ ଯୋଜନା ପ୍ରସ୍ତୁତ ହୋଇପାରିବ ସେ ନେଇ ଆଲୋଚନା ହୋଇଛି ।ଆଜି ଅପରାହ୍ନରେ ରାଜ୍ୟ ଯୋଜନା ବୋର୍ଡର ବୈଠକ ଅନୁଷ୍ଠିତ ହେବା ପରେ ବୋର୍ଡ ଉପାଧକ୍ଷ ସଞ୍ଜୟ ଦାଶବର୍ମା ଏହି […]

Continue Reading