ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

ଅର୍ଦ୍ଧେନ୍ଦୁଙ୍କ ହାତଧରିଲେ ମହାରଥୀଙ୍କ ଝିଅ

#ଅର୍ଦ୍ଧେନ୍ଦୁଙ୍କ_ହାତଧରିଲେ_ମହାରଥୀଙ୍କ_ଝିଅ   ଭୁବନେଶ୍ୱର : ବୁଧବାର ଓଲିଉଡ୍‌ ଅଭିନେତା ଅର୍ଦ୍ଧେନ୍ଦୁ ସାହୁଙ୍କୁ  ବୈଦିକ ରୀତିନୀତିରେ ବିବାହ କରିଛନ୍ତି ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଝିଅ ପଲ୍ଲବୀ। ବରମୁଣ୍ଡା ପଡ଼ିଆରେ ମହାଆଡ଼ମ୍ବରରେ ଉଭୟଙ୍କ ବିବାହ ଅନୁଷ୍ଠିତ ହୋଇଯାଇଛି। ସିନେମା ଏବଂ ରାଜନୀତି ଜଗତର ଜଣାଶୁଣା ଚେହେରାମାନଙ୍କ ଗହଣରେ ଅର୍ଦ୍ଧେନ୍ଦୁ ଓ ପଲ୍ଳବୀଙ୍କ ହାତଗଣ୍ଠି ପଡ଼ିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଲ୍ଲବୀଙ୍କୁ ବିବାହ ଶୁଭେଚ୍ଛା ଜଣାଇବା ସହ ନବଦମ୍ପତିଙ୍କୁ ଆଶୀର୍ବାଦ ଦେଇଥିଲେ।  ବରଯାତ୍ରୀରେ ଓଲିଉଡ୍‌ର ଜଣାଶୁଣା କଳାକାରମାନେ ସାମିଲ ହୋଇଥିବା ଦେଖିବାକୁ […]

Continue Reading