ଆଇଏଏସ ସ୍ତରରେ ଅଦଳବଦଳ

ଆଇଏଏସ ସ୍ତରରେ ଅଦଳବଦଳ

#ଆଇଏଏସ_ସ୍ତରରେ_ଅଦଳବଦଳ   ଭୁବନେଶ୍ୱର : ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଏକ ଅଦଳବଦଳ କରିଛନ୍ତି। ତେବେ ୪ଦିନ ତଳେ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ପଞ୍ଚାୟତିରାଜ ବିଭାଗକୁ ବଦଳି କରିଥିବା ରାଜ୍ୟ ସରକାର ଆଜି ପୁଣି ତାଙ୍କର ବଦଳି ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ କରିଥିବା ଜଣାପଡ଼ିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଜମିଜମା ରେକର୍ଡ ଓ ବନେ୍ଦାବସ୍ତ କମିଶନର ଭାବେ କାର୍ଯ୍ୟ କରୁଥିବା ୧୯୯୯ ବ୍ୟାଚ୍ […]

Continue Reading