ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୪୫୧୨ କୁ ବୃଦ୍ଧି

ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୪୫୧୨ କୁ ବୃଦ୍ଧି

#ଆଉ_୧୭୪_କରୋନା_ଆକ୍ରାନ୍ତ_ଚିହ୍ନଟ                ଭୁବନେଶ୍ୱର    : ରାଜ୍ୟରେ ଆଜି ଆଉ ୧୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୭୪ ଜଣଙ୍କ ମଧ୍ୟରୁ ୧୪୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା […]

Continue Reading