ରାଜଧାନୀରୁ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ

ଆଉ ୫୭୦ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ମାମଲା ୧୨୫୨୬କୁ ବୃଦ୍ଧି

#ଆଉ_୫୭୦_କରୋନା_ଆକ୍ରାନ୍ତ_ଚିହ୍ନଟ           ଭୁବନେଶ୍ୱର  :   ରାଜ୍ୟରେ ଆଜି ଆଉ ୫୭୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୧୨୫୨୬ କୁ ବୃଦ୍ଧି ପାଇଛି । ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୫୭୦ ଜଣଙ୍କ ମଧ୍ୟରୁ ୩୮୪ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୧୮୬ ଜଣ ସ୍ଥାନୀୟ ଲୋକ ବୋଲି ସୂଚନା ଓ ଲୋକ ସମ୍ପର୍କ […]

Continue Reading