ଆଗାମୀ ୪୮ ଘଣ୍ଟା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଆଗାମୀ ୪୮ ଘଣ୍ଟା ଆମ ସମସ୍ତଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

#ଆଗାମୀ_୪୮_ଘଣ୍ଟା_ଆମ_ସମସ୍ତଙ୍କ_ପାଇଁ_ଅତ୍ୟନ୍ତ_ଗୁରୁତ୍ୱପୂର୍ଣ୍ଣ          ଭୁବନେଶ୍ୱର :    କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ରାଜ୍ୟରେ ଲକଡାଉନ୍ ଜାରି ଥିବା ବେଳେ ଆଗାମୀ ୪୮ ଘଣ୍ଟା ଆମ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲକଡାଉନ୍‌ରେ ରାଜ୍ୟବାସୀଙ୍କ ସହଯୋଗ ପାଇଁ ମୁଁ ଧନ୍ୟବାଦ ଜଣାଉଛି । ରାଜ୍ୟ ସରକାର କରୋନା ରୋଗୀ ଚିହ୍ନଟ ହୋଇଥିବା ତିନିଗୋଟି ସହର ଯଥା ଭୁବନେଶ୍ୱର, କଟକ ଓ ଭଦ୍ରକରେ ଆଜି ରାତି ୮ଟାରୁ ରବିବାର ରାତି ୮ଟା ପର୍ଯ୍ୟନ୍ତ ୪୮ […]

Continue Reading