ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ : ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ : ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ

#ଆଗୁଆ_ପ୍ରସ୍ତୁତି,_ତ୍ବରିତ_ଉଦ୍ଧାର_ଓ_ପୁନର୍ଗଠନ_ଉପରେ_ମୁଖ୍ୟମନ୍ତ୍ରୀଙ୍କ_ଗୁରୁତ୍ବ        ଭୁବନେଶ୍ବର :   ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିରେ ଅଧ୍ୟକ୍ଷତା କରି ଆଗୁଆ ପ୍ରସ୍ତୁତି, ତ୍ବରିତ ଉଦ୍ଧାର ଓ ପୁନର୍ଗଠନ ଉପରେ  ଗୁରୁତ୍ବ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ  ଯେ ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା ପାଇଁ ରାଜ୍ୟ ସରକାର ଅନେକ ଫଳପ୍ରଦ ପଦକ୍ଷେପ ଗ୍ରହଣ କରିଆସିଛନ୍ତି। ଆମର ପ୍ରସ୍ତୁତି ଗତିଶୀଳ, ସାମଗ୍ରୀକ ଏବଂ ଭାଗିଦାରୀ ମୂଳକ ହେବା ଉଚିତ। ସେ କହିଥିଲେ ଯେ ଆଗୁଆ […]

Continue Reading