ଆଜିଠାରୁ ଦେଶବ୍ୟାପୀ ଘରୋଇ ବିମାନ ସେବା

ଆଜିଠାରୁ ଦେଶବ୍ୟାପୀ ଘରୋଇ ବିମାନ ସେବା

#ଆଜିଠାରୁ_ଦେଶବ୍ୟାପୀ_ଘରୋଇ_ବିମାନ_ସେବା       ନୂଆଦିଲ୍ଲୀ  : ସୋମବାର ଠାରୁ ଦେଶବ୍ୟାପୀ ଘରୋଇ ବିମାନ ଚଳାଚଳ ଆରମ୍ଭ ହେବ । ଏଥିଲାଗି ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ଗତ ୨୦ ତାରିଖରେ କୋଭିଡ୍-୧୯ ସଂକ୍ରମଣକୁ ପ୍ରତିହତ କରିବା ଉଦ୍ଦେଶ୍ୟରେ ଚାଲିଥିବା ଲକଡାଉନ୍ ନିୟମାବଳୀରେ ଆବଶ୍ୟକ ପରିବର୍ତ୍ତନ କରିଛନ୍ତି । ଭାରତୀୟ ବିମାନ ବନ୍ଦର କର୍ତ୍ତୃପକ୍ଷର ଅଧ୍ୟକ୍ଷ ଅରବିନ୍ଦ ସିଂହ କହିଛନ୍ତି ବିମାନ ଚଳାଚଳ ପାଇଁ ଦେଶବ୍ୟାପି ବିମାନ ବନ୍ଦରଗୁଡ଼ିକ ସଂପୂର୍ଣ୍ଣ ପ୍ରସ୍ତୁତ ରହିଛି । ଯାତ୍ରୀମାନେ ଯେପରି ସାମାଜିକ ଦୂରତ୍ୱ ବଜାୟ ରଖି ସୁରୁଖୁରୁରେ […]

Continue Reading