ଆଜିଠୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

ଆଜିଠୁ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା

#ଆଜିଠୁ_ବିଭିନ୍ନ_ସ୍ଥାନରେ_ବର୍ଷା_ସମ୍ଭାବନା      ଭୁବନେଶ୍ୱର    : ବର୍ତ୍ତମାନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ଶୁଖିଲା ରହିଛି । ତେବେ ଆସନ୍ତାକାଲି ଠାରୁ ପାଗରେ ପରିବର୍ତ୍ତନ ହେବ । କିଛି ଜିଲ୍ଲାରେ ସାମାନ୍ୟ ବର୍ଷା ହୋଇପାରେ । ସେହିପରି ରବିବାର ଓ ସୋମବାର କିଛି ଜିଲ୍ଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଓଡ଼ିଶାରେ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ […]

Continue Reading