ଆଜିଠୁ ମନ୍ଦିର ,ମସଜିଦ୍ ବନ୍ଦ

ଆଜିଠୁ ମନ୍ଦିର ,ମସଜିଦ୍ ବନ୍ଦ

#ଆଜିଠୁ_ମନ୍ଦିର_ମସଜିଦ୍_ବନ୍ଦ   ଭୁବନେଶ୍ୱର : କରୋନା ସଂକ୍ରମଣକୁ ରୋକିବା ପାଇଁ ପୁରୀ ଜିଲ୍ଲା ପ୍ରଶାସନ ତରଫରୁ ଶ୍ରୀଜଗନ୍ନାଥ ମନ୍ଦିରକୁ ସର୍ବସାଧାରଣଙ୍କ ପ୍ରବେଶକୁ ଅପ୍ରେଲ ୧ ତାରିଖ ପର୍ଯ୍ୟନ୍ତ ବାରଣ କରାଯାଇଛି । ରାଜ୍ୟ ସରକାର ସବୁଦୃଷ୍ଟିରୁ ବିଚାର କରି ରାଜ୍ୟର ଜିଲ୍ଲା ମାଜିଷ୍ଟ୍ରେଟମାନଙ୍କୁ ଅନ୍ୟ ଧର୍ମାନୁଷ୍ଠାନଗୁଡ଼ିକ ପାଇଁ ମଧ୍ୟ ସେହିଭଳି ମାର୍ଗଦର୍ଶିକା ବଳବତର ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଅର୍ଥାତ୍, ମନ୍ଦିର, ମସଜିଦ୍, ଗୀର୍ଜା ଓ ଗୁରୁଦ୍ୱାରଗୁଡ଼ିକ ୨୦ ମାର୍ଚ୍ଚରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରବେଶକୁ ବାରଣ […]

Continue Reading