ଆସନ୍ତା ୪ରୁ ୬ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

ଆସନ୍ତା ୪ରୁ ୬ ସପ୍ତାହ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ

#ଆସନ୍ତା_୪ରୁ_୬_ସପ୍ତାହ_ଅତ୍ୟନ୍ତ_ଗୁରୁତ୍ୱପୂର୍ଣ୍ଣ        ଭୁବନେଶ୍ୱର     :    ନୋଭେଲ କରୋନା ଭାଇରସ୍ ବା କୋଭିଡ୍-୧୯ ମହାମାରୀ ବିରୋଧରେ ରାଜ୍ୟରେ ଚାଲିଥିବା ଲଢ଼େଇରେ ଆଗାମୀ ୪ରୁ ୬ ସପ୍ତାହ ହେଉଛି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଏହି ସମୟ ମଧ୍ୟରେ ରାଜ୍ୟବାସୀ ଯଦି ସତର୍କ ଓ ସଚେତନ ରହିବା ସହ ସଂଯମତା ବଜାୟ ରଖିବେ ତେବେ ନିଶ୍ଚିତ ରୂପେ ଜିତିବ ଓଡ଼ିଶା ଓ କରୋନା ହାରିବ ବୋଲି ଜାତୀୟ ସ୍ୱାସ୍ଥ୍ୟ ମିଶନର ରାଜ୍ୟ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ […]

Continue Reading