ଏଥର ବଡଦାଣ୍ଡରେ ଗଡିବନି ରଥ :ସୁପ୍ରିମକୋର୍ଟ ଲଗାଇଲେ ଅଙ୍କୁଶ
#ଏଥର_ବଡଦାଣ୍ଡରେ_ଗଡିବନି_ରଥ ନୂଆଦିଲ୍ଲୀ : ଚଳିତ ବର୍ଷ ହେବନି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ଆସନ୍ତା ଜୁନ୍ ୨୩ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ରଥଯାତ୍ରା ସ୍ଥଗିତ ରଖିବାକୁ ଗୁରୁବାର ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଓଡିଶାରେ କେଉଁଠାରେ ମଧ୍ୟ ରଥଯାତ୍ରା ହୋଇପାରିବ ନାହିଁ । ରଥଯାତ୍ରା ନେଇ ଦାୟର ହୋଇଥିବା ମାମଲାର ଶୁଣାଣି କରି ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି କହିଛନ୍ତି ଯେ ଯଦି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ଅନୁମିତ ଦିଆଯିବ, ତେବେ ଆମକୁ […]
Continue Reading