ଓଡିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍

ଓଡିଶାରେ ପହଞ୍ଚିଲା କରୋନା ଔଷଧ ରେମଡେସିଭିର୍

#ଓଡିଶାରେ_ପହଞ୍ଚିଲା_କରୋନା_ଔଷଧ_ରେମଡେସିଭିର୍           ଭୁବନେଶ୍ୱର     :     କରୋନା ଔଷଧ ରେମଡେସିଭିର୍ ସୋମବାର ଓଡିଶାରେ ପହଞ୍ଚିଛି । ଉକ୍ତ ଔଷଧ ହସ୍ପିଟାଲରେ ଗୁରୁତର କରୋନା ରୋଗୀଙ୍କ କ୍ଷେତ୍ରରେ ବ୍ୟବହାର ହେବ । ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ଏ ନେଇ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି ଯେ, ଏହି ଔଷଧ ଶହେ ମିଲିଗ୍ରାମ୍ ଭିଆଲରେ (ଇଞ୍ଜେକ୍ସନ ଯୋଗ୍ୟ) ଉପଲବ୍ଧ । ପଞ୍ଜୀକୃତ ଡାକ୍ତରୀ ଚିକିତ୍ସକଙ୍କ ତତ୍ୱାବଧାନରେ ଏହା […]

Continue Reading