ଓଡି଼ଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ଓଡି଼ଶାରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

#ଓଡି଼ଶାରେ_ପଶ୍ଚିମବଙ୍ଗ_ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜିଠୁ ୪ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିବା ସହ ୨୪ ତମ ପୂର୍ବାଞ୍ଚଳ ଜୋନାଲ କାଉନସିଲ ବୈଠକରେ ଯୋଗଦେବେ ବୋଲି ଜଣାପଡ଼ିଛି। ତାଙ୍କୁ ଆଜି ବିମାନବନ୍ଦରରେ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସ୍ୱାଗତ ଜଣାଇଛନ୍ତି। ମମତାଙ୍କ ସହ ପଶ୍ଚିମବଙ୍ଗର କ୍ରୀଡ଼ାମନ୍ତ୍ରୀ ଅରୁପ୍‌ ବିଶ୍ୱାସ ମଧ୍ୟ ଆସିଛନ୍ତି। ରାଜ୍ୟ ଗୃହ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ପୂର୍ବାଞ୍ଚଳ ଜୋନାଲ […]

Continue Reading