ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତି ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ

ଓଡ଼ିଆ ଚଳଚ୍ଚିତ୍ର ଜଗତର କିମ୍ବଦନ୍ତି ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ

#ଓଡ଼ିଆ_ଚଳଚ୍ଚିତ୍ର_ଜଗତର_କିମ୍ବଦନ୍ତି_ଅଭିନେତା_ବିଜୟ_ମହାନ୍ତିଙ୍କ_ପରଲୋକ       ଭୁବନେଶ୍ବର :    ଓଡିଆ ଚଳଚିତ୍ର ଜଗତର କିମ୍ବଦନ୍ତି ଅଭିନେତା ବିଜୟ ମହାନ୍ତି ଆଉ ନାହାନ୍ତି। ଓଡ଼ିଆ ଦର୍ଶକଙ୍କୁ ଦୀର୍ଘ ପାଞ୍ଚ ଦଶକ ଧରି ନିଜ ଅଭିନୟର ମାୟାରେ ବାନ୍ଧି ରଖିଥିବା ସେହି ଅପ୍ରତିନ୍ଦ୍ବନ୍ଦ୍ବୀ ଅଭିନେତାଙ୍କର  ସୋମବାର ସଂଧ୍ୟାରେ ରାଜଧାନୀର ଏକ ଘରୋଇ ଡାକ୍ତରଖାନାରେ  ପରଲୋକ ହୋଇଯାଇଛି । ମୃତ୍ୟୁବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରତର ହେବାରୁ ତାଙ୍କୁ ସୋମବାର ସଂଧ୍ୟାରେ ଭୁବନେଶ୍ୱରସ୍ଥିତ କେୟାର ହସପିଟାଲରେ ଭର୍ତ୍ତି କରାଯାଇଥିଲା। […]

Continue Reading