ଆଉ ଜଣଙ୍କର ସ୍ୱାବ ପଠାଗଲା ପରୀକ୍ଷା ପାଇଁ

ଓଡ଼ିଶାରେ ଦ୍ବିତୀୟ କରୋନା ଆକ୍ରାନ୍ତ ଚିହ୍ନଟ

#ଓଡ଼ିଶାରେ_ଦ୍ବିତୀୟ_କରୋନା_ଆକ୍ରାନ୍ତ_ଚିହ୍ନଟ    ଭୁବନେଶ୍ୱର:  ଗୁରୁବାର ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏ ନେଇ ଟୁଇଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆକ୍ରାନ୍ତ ଜଣକ କରୋନା ପ୍ରଭାବିତ ଦେଶ ଭ୍ରମଣରେ ଯାଇ ଓଡ଼ିଶା ଫେରିଥିବା ଜଣାପଡ଼ିଛି।  ଏ ପର୍ଯ୍ୟନ୍ତ ରାଜ୍ୟରେ ମୋଟ ୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।  ପ୍ରଥମ ଆକ୍ରାନ୍ତ ଚିହ୍ନଟ ହେବାର ଠିକ ୪ ଦିନ ପରେ ଦ୍ବିତୀୟ ଆକ୍ରାନ୍ତ ସାମ୍ନାକୁ ଆସିଛନ୍ତି। ତେବେ […]

Continue Reading