ଓଡ଼ିଶାରେ ହିନ୍ଦୀ ଭାଷା ବାଧ୍ୟତାମୂଳକ
#ଓଡ଼ିଶାରେ_ହିନ୍ଦୀ_ଭାଷା_ବାଧ୍ୟତାମୂଳକ ଭୁବନେଶ୍ୱର : ଓଡ଼ିଶାରେ ଥିବା କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠାନଗୁଡ଼ିକରେ ଏବେ ହିନ୍ଦୀ ଭାଷାକୁ ବାଧ୍ୟତାମୂଳକ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଓଡ଼ିଶାରେ ଓଡ଼ିଆ ଭାଷାର ପ୍ରଚାର ପ୍ରସାର ପରିବର୍ତ୍ତେ ହିନ୍ଦୀ ଭାଷା ଉପଯୋଗକୁ ବାଧ୍ୟତାମୂଳକ କରାଯାଇଛି। ଭୁବନେଶ୍ୱରସ୍ଥିତ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ)ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଓ ଅଧ୍ୟାପକ ଅଫିସ୍ କାର୍ଯ୍ୟରେ ହିନ୍ଦୀ ଭାଷା ବ୍ୟବହାର କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଯାହାକୁ ବିଜେଡି ଓ କଂଗ୍ରେସ ବିରୋଧ କରିଛନ୍ତି। କୌଣସି ପରିସ୍ଥିତିରେ ଏହାକୁ […]
Continue Reading