ଗୃହ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କଂଗ୍ରେସର ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ

ଗୃହ ମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରି କଂଗ୍ରେସର ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ

#କଂଗ୍ରେସର_ବିକ୍ଷୋଭ_ଓ_କୁଶପୁତ୍ତଳିକା_ଦାହ    କେନ୍ଦ୍ରାପଡା : କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ସାହଙ୍କ ଓଡିଶା ଗସ୍ତକୁ ବିରୋଧ କରି କଂଗ୍ରେସ ପକ୍ଷରୁ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ କରାଯାଇଛି । ଶୁକ୍ରବାର କଂଗ୍ରେସର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କ ନେତୃତ୍ୱରେ ଶତାଧିକ ନେତା ଓ କର୍ମୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗୃହ ମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିଥିଲେ । ଦେଶର ବିଭିନ୍ନ ରାଜ୍ୟରେ ଭୟର ବାତାବରଣ ଓ ସିଏଏ, ଏନଆରସି, ଏନପିଆରକୁ ବିରୋଧ କରି ହିଂସାକାଣ୍ଡ […]

Continue Reading