କଟକରେ ଚିହ୍ନଟ ହେଲେ ରାଜ୍ୟର ଷଷ୍ଠ କରୋନା ଆକ୍ରାନ୍ତହ୍ନଟ

କଟକରେ ଚିହ୍ନଟ ହେଲେ ରାଜ୍ୟର ଷଷ୍ଠ କରୋନା ଆକ୍ରାନ୍ତ

#କଟକରେ_ଚିହ୍ନଟ_ହେଲେ_ରାଜ୍ୟର_ଷଷ୍ଠ_କରୋନା_ଆକ୍ରାନ୍ତ    ଭୁବନେଶ୍ବର :  ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଷଷ୍ଠ କରୋନା ପଜିଟିଭ ରୋଗୀ  । ଷଷ୍ଠ କରୋନା ଆକ୍ରାନ୍ତ ବ୍ୟକ୍ତିଙ୍କ ଘର କଟକ ସହରରେ ବୋଲି ସୂଚନା ମିଳିଛି ଏବଂ ସେ ନିକଟରେ ଦିଲ୍ଲୀ ଯାଇଥିଲେ। ଏ ନେଇ ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାପରେ କଟକରେ ଶୁକ୍ରବାର ରାତି ୮ଟାରୁ ୪୮ ଘଣ୍ଟା ସଟଡାଉନ୍ ହେବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ତେବେ […]

Continue Reading