କରୋନାରୁ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ

କରୋନାରୁ ସୁସ୍ଥ ହେଲେ ଆଉ ୧୫୩ ଆକ୍ରାନ୍ତ

#କରୋନାରୁ_ସୁସ୍ଥ_ହେଲେ_ଆଉ_୧୫୩_ଆକ୍ରାନ୍ତ        ଭୁୁବନେଶ୍ୱର  :   ରାଜ୍ୟରେ ଶୁକ୍ରବାର ଦିନ୧୬ ଜିଲ୍ଲାରୁ ୧୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୨୦୦ରେ ପହଂଚିଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିଭଳି ଜଗତ୍ସିଂହପୁର ଜିଲ୍ଲାରୁ ୨୧ ଜଣ, କନ୍ଧମାଳ ଜିଲ୍ଲାରୁ ୧୮ ଜଣ, […]

Continue Reading