କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ ଲକ୍ଷ ଟଙ୍କା

କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ମିଳିବ ୧୫ ଲକ୍ଷ ଟଙ୍କା

#କରୋନାରେ_ସାମ୍ବାଦିକଙ୍କ_ମୃତ୍ୟୁ ହେଲେ_ମିଳିବ_୧୫ଲକ୍ଷ_ଟଙ୍କା             ଭୁବନେଶ୍ୱର: ସାରା ଦେଶ ଏବେ କରୋନା ସହ ଲଢେଇ କରୁଥିବା ବେଳେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ନିଷ୍ଠାକୁ ଦେଖି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ଘୋଷଣା କରିଛନ୍ତି।ଯଦି କାର୍ଯ୍ୟରତ ସାମ୍ବାଦିକମାନେ କରୋନା ଆକ୍ରାନ୍ତ ହୋଇ ମୃତ୍ୟବରଣ କରନ୍ତି ତେବେ ସେ କ୍ଷେତ୍ରରେ ସେମାନଙ୍କ ପରିବାରକୁ ୧୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶକୁ ଲକଡାଉନ୍ କରାଯାଇଛି […]

Continue Reading