କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଛୁଇଁଲା ୪୪ ତମ କରୋନା ଆକ୍ରାନ୍ତ

କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଛୁଇଁଲା

#କରୋନା_ଆକ୍ରାନ୍ତଙ୍କ_ସଂଖ୍ୟା_୫୦_ଛୁଇଁଲା           ଭୁବନେଶ୍ୱର : ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ  କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଛୁଇଁଛି। ଶୁକ୍ରବାର ଆଉ ୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟ୍‌ରେ ସୂଜନା ଦିଆଯାଇଛି। ସୂଜନା  ଅନୁଯାୟୀ  ଶୁକ୍ରବାର ଦିନ ମୋଟ ୨୯୮ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୨୯୬ ଜଣଙ୍କ ନମୁନା ନେଗେଟିଭ୍‌ ଆସିଛି। ଅନ୍ୟପକ୍ଷ ରେ ଏଯାଏ ମୋଟ […]

Continue Reading