କରୋନା ପାଇଁ ୧.୭୦ ଲକ୍ଷ କୋଟି ଟଙ୍କାର ରିଲିଫ ପ୍ୟାକେଜ ଘୋଷଣା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

କରୋନା ପାଇଁ ୧.୭୦ ଲକ୍ଷ କୋଟି ଟଙ୍କାର ରିଲିଫ ପ୍ୟାକେଜ ଘୋଷଣା କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

#କରୋନା_ପାଇଁ_୧.୭୦_ଲକ୍ଷ_କୋଟିର_ରିଲିଫ_ପ୍ୟାକେଜ     ନୂଆଦିଲ୍ଲୀ : କେନ୍ଦ୍ର ଅର୍ଥ ଏବଂ କର୍ପୋରେଟ ବ୍ୟାପାର ମନ୍ତ୍ରୀ  ନିର୍ମଳା ସୀତାରମଣ ଗୁରୁବାର କରୋନା ଭୂତାଣୁ ବିରୋଧୀ ଲଢେଇରେ ଗରିବଙ୍କ ସହାୟତା ଲାଗି ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଯୋଜନା ଅନ୍ତର୍ଗତ ୧.୭୦ ଲକ୍ଷ କୋଟି ଟଙ୍କାର ସହାୟତା ପ୍ୟାକେଜ ଘୋଷଣା କରିଛନ୍ତି । ନୂଆଦିଲ୍ଲୀରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ସୀତାରମଣ କହିଥିଲେ ଯେ, ଦରିଦ୍ରରୁ ଦରିଦ୍ରତମ ଲୋକଙ୍କ ନିକଟରେ ଖାଦ୍ୟ ଓ ଅର୍ଥ ପହଞ୍ଚାଇବା ଉଦ୍ଦେଶ୍ୟରେ ଏହି ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଘୋଷଣା […]

Continue Reading