ଜିଲ୍ଲା ସ୍ତରୀୟ କଲେଜ ଅଧ୍ୟକ୍ଷ ସମ୍ମିଳନୀରେ ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା

ଜିଲ୍ଲା ସ୍ତରୀୟ କଲେଜ ଅଧ୍ୟକ୍ଷ ସମ୍ମିଳନୀରେ ଉଚ୍ଚଶିକ୍ଷାମନ୍ତ୍ରୀଙ୍କ ସମୀକ୍ଷା

#କଲେଜ_ଅଧ୍ୟକ୍ଷ_ସମ୍ମିଳନୀରେ_ଉଚ୍ଚଶିକ୍ଷାମନ୍ତ୍ରୀଙ୍କ_ସମୀକ୍ଷା    କେନ୍ଦ୍ରାପଡା : କେନ୍ଦ୍ରାପଡା ସ୍ୱୟଂ ଶାସିତ ମହାବିଦ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ କଲେଜ ଅଧ୍ୟକ୍ଷମାନଙ୍କ ଏକ ସମ୍ମିଳନୀ ଓ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଶିକ୍ଷା ସମ୍ପର୍କୀତ ଏକ ସମୀକ୍ଷା ବୈଠକ ଗୁରୁବାର ଅପରାହ୍ନରେ ଅନୁଷ୍ଠିତ ହୋଇଯାଇଛି । କୃଷି, ପଶୁସମ୍ପଦ ଓ ଉଚ୍ଚଶିକ୍ଷା ମନ୍ତ୍ରୀ ଡଃ.ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲ୍ଲାର ପ୍ରାୟ ୫୮ ଟି କଲେଜର ଅଧ୍ୟକ୍ଷ,ଅଧ୍ୟକ୍ଷାମାନେ ଯୋଗଦେଇଥିଲେ । ଏହି ସମୀକ୍ଷା ବୈଠକରେ ମନ୍ତ୍ରୀ ଶ୍ରୀ ସାହୁ […]

Continue Reading