ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ

କଳାହାଣ୍ଡିରୁ ପ୍ରଥମ କରୋନା ପଜିଟିଭ ଚିହ୍ନଟ

#କଳାହାଣ୍ଡିରୁ_ପ୍ରଥମ_କରୋନା_ପଜିଟିଭ_ଚିହ୍ନଟ           ଭୁବନେଶ୍ୱର:  ପୁଣି ଜଣେ କରୋନା ପଜିଟିଭ ବ୍ୟକ୍ତି ଚିହ୍ନଟ ହୋଇଛନ୍ତି । ଏଥର କରୋନା ପଜିଟିଭ ଚିହ୍ନଟ ହୋଇଥିବା ବ୍ୟକ୍ତି ଜଣକ ପଶ୍ଚିମ ଓଡ଼ିଶା କଳାହାଣ୍ଡିର ବାସିନ୍ଦା । ରାଜ୍ୟର ୨୧ ନମ୍ବର କରୋନା ଆକ୍ରାନ୍ତ ବ୍ୟକ୍ତି କଳାହାଣ୍ଡି ଜିଲ୍ଲା ନିବାସୀ । ଏହି ୨୯ ବର୍ଷିୟ ଯୁବକଙ୍କ ସ୍ୱାବ ନମୁନା ପଜିଟିଭ ଚିହ୍ନଟ ହୋଇଛି । ସଂପୃକ୍ତ ଯୁବକ  କିଛି ଦିନ ପୂର୍ବରୁ ବାହାରିନରୁ ଫେରିଥିଲେ । ତାଙ୍କଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ […]

Continue Reading