ଭୂମିହୀନ ଚାଷୀଙ୍କୁ କୃଷି ଋଣ ଯୋଗାଇବା ପାଇଁ 'ବଳରାମ' ଯୋଜନା

ଭୂମିହୀନ ଚାଷୀଙ୍କୁ କୃଷି ଋଣ ଯୋଗାଇବା ପାଇଁ ‘ବଳରାମ’ ଯୋଜନା

#କୃଷି_ଋଣ_ଯୋଗାଇବା_ପାଇଁ_’ବଳରାମ’_ଯୋଜନା              ଭୁବନେଶ୍ୱର     : ଭୂମିହୀନ ଚାଷୀମାନଙ୍କୁ କୃଷି ଋଣ ଯୋଗାଇବା ନିମନ୍ତେ ରାଜ୍ୟ ସରକାରଙ୍କ ନୂତନ ଯୋଜନା ବଳରାମ ପ୍ରସ୍ତୁତ କରାଯାଇଛି । ଗୁରୁବାର ମୁଖ୍ୟ ଶାସନ ସଚିବ ଶ୍ରୀ ଅସିତ୍ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜଏଂଟ୍ ଲିଆବିଲିଟି ଗ୍ରୁପ୍ (ଜେ.ଏଲ୍.ଜି) ମାଧ୍ୟମରେ ଭୂମିହୀନ ଚାଷୀମାନଙ୍କୁ ଋଣ ଦେବା ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସ୍ତରରେ ଇମେଜ ଏବଂ ଜିଲ୍ଲାସ୍ତରରେ ଆତ୍ମା ସଂସ୍ଥା ଏହି କାର୍ଯ୍ୟକ୍ରମର ସଂଯୋଜନା […]

Continue Reading