୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ ଡାଉନ୍

କ୍ୟାବିନେଟ୍ ବୈଠକରେ ୨୨ ପ୍ରସ୍ତାବକୁ ମଞ୍ଜୁରୀ, ପ୍ରବାସୀଙ୍କୁ ଜୀବିକା ଯୋଗାଇବା ଲାଗି ୧୭ ହଜାର କୋଟି ଟଙ୍କାର ପ୍ୟାକେଜ୍

#କ୍ୟାବିନେଟ୍_ବୈଠକରେ_୨୨_ପ୍ରସ୍ତାବକୁ_ମଞ୍ଜୁରୀ            ଭୁବନେଶ୍ୱର : ବିଜେଡି ସରକାରର ପଞ୍ଚମ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ଅବସରରେ ଶୁକ୍ରବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୨୨ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ଲାଗିଛି । କ୍ୟାବିନେଟ୍ ନିଷ୍ପତ୍ତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଇ କହିଛନ୍ତି ଯେ ପ୍ରବାସୀଙ୍କୁ ଜୀବିକା ଯୋଗାଇବା ଲାଗି ୧୭ ହଜାର କୋଟି ଟଙ୍କା ଖର୍ଚ୍ଚ […]

Continue Reading