ଖୋଲା ପଡ଼ିଆରେ ପ୍ରସବ କଲେ ମହିଳା

#ଖୋଲା_ ପଡ଼ିଆରେ_ ପ୍ରସବ_ କଲେ _ମହିଳା  କେନ୍ଦୁଝର: ଉନ୍ନତମାନର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିଲେ ହେଁ, ଏହାର ପ୍ରକୃତ ବିକଳ ଚିତ୍ର ଦେଖିବାକୁ ମିଳିଛି କେନ୍ଦୁଝର ଜିଲ୍ଲା ଅନ୍ତର୍ଗତ ବାଂଶପାଳ ବ୍ଲକର କୁଶକଳା କାଦଡ଼ିହା ବାଂଶପାଳରେ। ମିଳିଥିବା ସୂଚନା ଅନୁଯାୟୀ, ଗତକାଲି କାଦଡ଼ିହା ଗ୍ରାମର ପୂର୍ଣ୍ଣ ମୁଣ୍ଡାଙ୍କ ସ୍ତ୍ରୀ ରଜନୀ ମୁଣ୍ଡାଙ୍କର ପ୍ରସବ ଯନ୍ତ୍ରଣା ହୋଇଥିଲା। ଗ୍ରାମର ଜଣେ ମହିଳା ତାଙ୍କୁ ବାଂଶପାଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ […]

Continue Reading