ଗୃହରେ ରହିଲେନି ଅଫିସର, କଂଗ୍ରେସ ଉଠାଇଲା ଆପତ୍ତି

#ଗୃହରେ_ରହିଲେନି_ଅଫିସର_କଂଗ୍ରେସ_ଉଠାଇଲା_ଆପତ୍ତି  ଭୁବନେଶ୍ୱର: ବିଧାନସଭାର ବଜେଟ୍ ଅଧିବେଶନ  ଆରମ୍ଭ ହୋଇଛି। ରାଜ୍ୟପାଳଙ୍କ ଅଭିଭାଷଣ, ଦିବଂଗତ ସଦସ୍ୟ ଓ ଯବାନଙ୍କ ଉଦ୍ଦେଶ୍ୟରେ ଶ୍ରଦ୍ଧାଞ୍ଜଳି ଓ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ପରେ ଗୃହକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଆସନ୍ତାକାଲି ସକାଳ ସାଢ଼େ ୧୦ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଛନ୍ତି। ତେବେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଧନ୍ୟବାଦ ପ୍ରସ୍ତାବ ଆଗତବେଳେ ଅଫିସର ଗ୍ୟାଲେରୀରେ କୌଣସି ଅଫିସର ନଥିବା ନେଇ କଂଗ୍ରେସ ପକ୍ଷରୁ ବାଚସ୍ପତିଙ୍କ […]

Continue Reading