#ଚାଷୀଙ୍କୁ_ଗୋଇଠା;_ଭିଡିଓ_ଭାଇରାଲ

ଚାଷୀଙ୍କୁ ଗୋଇଠା; ଭିଡିଓ ଭାଇରାଲ

#ଚାଷୀଙ୍କୁ_ଗୋଇଠା;_ଭିଡିଓ_ଭାଇରାଲ  କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ ଜଗନ୍ନାଥପୁର ସମବାୟ ସମିତି ଧାନ ମଣ୍ଡିରେ ଜଣେ ଚାଷୀଙ୍କୁ ଗୋଇଠା ମାଡ଼ ମରା ଯାଇଛି। ସମବାୟ ସମିତିର ପୂର୍ବତନ ସଭାପତି ଅଶୋକ ନାୟକ ଚାଷୀଙ୍କୁ ସର୍ବ ସମ୍ମୁଖରେ ଅଶ୍ଳୀଳ ଭାଷା ସହ ଗୋଇଠା ମାରିଥିବା ନେଇ ସୋଶାଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି। ଏଥିସହ ସମବାୟ ସମିତିରେ ଡାଟା ଏଣ୍ଟ୍ରି କାମ କରୁଥିବା ଅଶୋକଙ୍କ ପୁଅ ମଧ୍ୟ ଚାଷୀଙ୍କୁ ଧମକ ଦେଇଥିବା ଭିଡିଓରେ ଦେଖିବାକୁ ମିଳିଛି। […]

Continue Reading