ଚୀନର ଉହାନ ସହରରେ ଲକଡାଉନ୍ ଶେଷ

ଚୀନର ଉହାନ ସହରରେ ଲକଡାଉନ୍ ଶେଷ

#ଚୀନର_ଉହାନ_ସହରରେ_ଲକଡାଉନ୍_ଶେଷ                 ଉହାନ  : ଚୀନର ଉହାନ ସହରରେ ଦୀର୍ଘ ଦୁଇ ମାସ ଧରି ଲାଗୁ ଲକଡାନ ବୁଧବାର ସମାପ୍ତ ହୋଇଛି । ଏହି ସହରରେ କରୋନା ଭାଇରସ ମହାମାରୀ ଉତ୍ପନ ହୋଇଥିଲା । ଜାନୁଆରୀ ଶେଷ ଆଡକୁ କରୋନା ଭାଇରସର ପ୍ରକୋପକୁ ରୋକିବା ପାଇଁ ୧୧ ମିଲିୟନ ଜନସଂଖ୍ୟା ବିଶିଷ୍ଟ ଉହାନ ସହରରେ ଲକଡାଉନ୍ ଲାଗୁ କରାଯାଇଥିଲା । ସରକାରୀ ସୂଚନା ଅନୁସାରେ ଉହାନରେ ୫୦ ହଜାରରୁ ଅଧିକ ଲୋକ କରୋନା ସଂକ୍ରମିତ ହୋଇଥିବା ବେଳେ ୨୫୦୦ରୁ […]

Continue Reading