ଜଗତସିଂହପୁରରେ ୩୩ କରୋନା ପଜିଟିଭ୍‌,୧୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଜଗତସିଂହପୁରରେ ୩୩ କରୋନା ପଜିଟିଭ୍‌,୧୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

#ଜଗତସିଂହପୁରରେ_୩୩_କରୋନା_ପଜିଟିଭ୍‌          ଜଗତସିଂହପୁର :  ଜଗତସିଂହପୁର ଜିଲ୍ଲାରେ ସର୍ବାଧିକ ୩୩ ଜଣ କରୋନା ପଜିଟିଭ୍‌ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲ୍ଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୦ରେ ପହଞ୍ଚିଛି।  ଏଥିମଧ୍ୟରୁ ୬୮ଜଣ ସୁସ୍ଥ ହୋଇଥିବା ବେଳେ ଅବଶିଷ୍ଟ ୬୨ଜଣ ଚିକିତ୍ସାଧୀନ ଅଛନ୍ତି । ବୁଧବାର ଚିହ୍ନଟ ୩୩ଜଣଙ୍କ ମଧ୍ୟରୁ ଜଗତସିଂହପୁର ବ୍ଲକ ଅଞ୍ଚଳର ୮ ଜଣ ଥିବାବେଳେ କୁଜଙ୍ଗର ୩, ନାଉଗାଁ ୧୮, ରଘୁନାଥପୁର ୨ ଓ ତିର୍ତ୍ତୋଲ ବ୍ଲକ […]

Continue Reading