#ଜଷ୍ଟିସ_ମହମ୍ମଦ_ରଫିକ୍_ଓଡ଼ିଶା_ହାଇକୋର୍ଟର_ନୂତନ_ମୁଖ୍ୟ_ବିଚାରପତି 

ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ୍ ନିଯୁକ୍ତ

#ଜଷ୍ଟିସ_ମହମ୍ମଦ_ରଫିକ୍_ଓଡ଼ିଶା_ହାଇକୋର୍ଟର_ନୂତନ_ମୁଖ୍ୟ_ବିଚାରପତି        ନୂଆଦିଲ୍ଲୀ : ଜଷ୍ଟିସ୍ ମହମ୍ମଦ ରଫିକ୍ ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ଆଇନ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ଏସଂପର୍କିତ ବିଜ୍ଞପ୍ତି ଜାରି କରାଯାଇଛି। ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତି ପାଇଁ ଜଷ୍ଟିସ ମହମ୍ମଦ ରଫିକଙ୍କ ନାମ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲା। ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ବଦଳି ପାଇଁ ସୁପ୍ରିମକୋର୍ଟ କଲେଜିୟମ ପ୍ରସ୍ତାବ ଗ୍ରହଣ କରିବା […]

Continue Reading