ଜୁନ୍ ୧୭ ପରେ ବିଶ୍ୱବିଦ୍ୟାଳୟ ପରୀକ୍ଷା

ଜୁନ୍ ୧୭ ପରେ ବିଶ୍ୱବିଦ୍ୟାଳୟ ପରୀକ୍ଷା

#ଜୁନ୍_୧୭_ପରେ_ବିଶ୍ୱବିଦ୍ୟାଳୟ_ପରୀକ୍ଷା    ଭୁବନେଶ୍ୱର : ଆସନ୍ତା ଜୁନ୍ ୧୭ ତାରିଖ ପରେ ଶିକ୍ଷାନୁଷ୍ଠାନ ଖୋଲିବା ପରେ ଯେକୌଣସି ସମୟରେ ବିଶ୍ୱବିଦ୍ୟାଳୟ ସ୍ତରରେ ପରୀକ୍ଷା ହେବ ବୋଲି ଉଚ୍ଚ ଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ସୂଚନା ଦେଇଛନ୍ତି । ୟୁଜିସି ଗାଇଡଲାଇନକୁ ତଜର୍ମା କରିବା ପରେ ଏସମ୍ପର୍କରେ ନିଷ୍ପତି ନିଆଯିବ । ଓଡ଼ିଶା ପରିପ୍ରେକ୍ଷୀରେ ଯାହା ଠିକ ହେବ, ସେହି ଅନୁସାରେ ପଦକ୍ଷେପ ନିଆଯିବ । ଏନେଇ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହେବା ପରେ ସମସ୍ତ ସୂଚନା […]

Continue Reading