ଜୁଲାଇ ରଣନୀତି : ସବୁ ସରକାରୀ କାର୍ଯ୍ୟାଳୟ ହେବ ଶୂନ୍ୟ ସଂକ୍ରମଣ ଅଞ୍ଚଳ, କୋଭିଡ ଯୋଦ୍ଧାଙ୍କ ଯତ୍ନ ଓ ମାସ୍କ ବ୍ୟବହାର କଡାକଡି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

ଜୁଲାଇ ରଣନୀତି : ସବୁ ସରକାରୀ କାର୍ଯ୍ୟାଳୟ ହେବ ଶୂନ୍ୟ ସଂକ୍ରମଣ ଅଞ୍ଚଳ, କୋଭିଡ ଯୋଦ୍ଧାଙ୍କ ଯତ୍ନ ଓ ମାସ୍କ ବ୍ୟବହାର କଡାକଡି ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ

#ଜୁଲାଇ_ରଣନୀତି_ସବୁ_ସରକାରୀ_କାର୍ଯ୍ୟାଳୟ_ହେବ_ଶୂନ୍ୟ_ସଂକ୍ରମଣ_ଅଞ୍ଚଳ         ଭୁବନେଶ୍ବର  :  ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭିଡିଓ କନ୍‌ଫରେନ୍‌ସିଂ  ଜରିଆରେ ଜୁଲାଇ ମାସର କୋଭିଡ ରଣନୀତି ସଂପର୍କରେ ବରିଷ୍ଠ ଅଫିସର, ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କ ସହିତ ଆଲୋଚନା କରିଛନ୍ତି। କୋଭିଡ ପରିଚାଳନାରେ ଜିଲ୍ଲାପାଳ ଓ ଏସ୍‌.ପି ମାନେ ସେମାନଙ୍କର ଗତ  ତିନି ମାସର ଅଭିଜ୍ଞତା ବର୍ଣ୍ଣନା କରିବା ସହିତ ଜୁଲାଇ ମାସରେ କୋଭିଡ ମୁକାବିଲା ପାଇଁ ସେମାନଙ୍କର ସୁଚିନ୍ତିତ ମତାମତ ଦେଇଛନ୍ତି।  ସେମାନଙ୍କ ମତାମତ ଭିତ୍ତିରେ […]

Continue Reading