ଟ୍ରାକ୍ଟର ଓଲଟି ୩ ମହିଳାଙ୍କ ସମେତ ୪ ମୃତ

ଟ୍ରାକ୍ଟର ଓଲଟି ୩ ମହିଳାଙ୍କ ସମେତ ୪ ମୃତ

#ଟ୍ରାକ୍ଟର_ଓଲଟି_୪_ମୃତ      ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସଦରଥାନା ଅନ୍ତର୍ଗତ କାଦୋପଦର ଛକ ନିକଟରେ ଟ୍ରାକ୍ଟର ଓଲଟି  ୩ ଜଣ ମହିଳା ଶ୍ରମିକ ଓ ଜଣେ ପୁରୁଷ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୭ ଜଣ ଶ୍ରମିକଙ୍କୁ ଗୁରୁତର  ଅବସ୍ଥାରେ ସଦରମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ନିମନ୍ତେ ଭର୍ତ୍ତି ହେବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି । ସୂଚନା ଅନୁସାରେ, କଳାହାଣ୍ଡି ଜିଲ୍ଲା ଭବାନୀପାଟଣା -ଥୁଆମୁଳ ରାମପୁର ୪୪ ନମ୍ବର ରାଜ୍ୟ ରାଜପଥ କାଦୋପଦର ଛକ ନିକଟରେ ଟ୍ରାକ୍ଟର ଓଲଟି […]

Continue Reading