୧୬ନଂ ଏନ୍‌ଏଚ୍‌ରେ ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍‌

୧୬ନଂ ଏନ୍‌ଏଚ୍‌ରେ ଦୁର୍ଘଟଣା ପରେ ଜଳିଗଲା ଟ୍ରକ୍‌

#ଦୁର୍ଘଟଣା_ପରେ_ଜଳିଗଲା_ଟ୍ରକ୍‌    ଯାଜପୁର : ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନଂ ଜାତୀୟ ରାଜପଥର ସାରୋଇ ଛକ ନିକଟରେ ଗୁରୁବାର ଏକ ବାଇକକୁ ଟ୍ରକ୍‌ ଧକ୍କା ଦେବା ପରେ ଉଭୟ ଗାଡ଼ି ଜଳିଯାଇଛି। ଏଥିରେ ବାଇକରେ ଯାଉଥିବା ଦମ୍ପତି ଗୁରୁତର ହୋଇଛନ୍ତି। ସେମାନେ ହେଲେ ଭଦ୍ରକ ଜିଲା ବନ୍ତ ଅଞ୍ଚଳର ତାପସ ତରେଇ(୩୨) ଓ ଶୁଭଲକ୍ଷ୍ମୀ ନାୟକ(୨୮)। ଉଭୟ ଏକ ବାଇକରେ ଭୁବନେଶ୍ୱରରୁ ଭଦ୍ରକ ଫେରୁଥିବା ବେଳେ ସକାଳ ୧୦ଟା ସମୟରେ ଏଭଳି ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣା […]

Continue Reading