ଦ୍ୱିତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ୪୩ ଜଣ ଚିହ୍ନଟ

ଦ୍ୱିତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବା ୪୩ ଜଣ ଚିହ୍ନଟ

#ଦ୍ୱିତୀୟ_କରୋନା_ପଜିଟିଭଙ୍କ_ସଂସ୍ପର୍ଶରେ_ଆସିଥିବା_୪୩_ଜଣ_ଚିହ୍ନଟ     ଭୁବନେଶ୍ୱର   : ଅଦ୍ୟାବଧି ଓଡ଼ିଶାରେ ୬୬ଟି ନମୁନା ପରୀକ୍ଷା କରାଯାଇଛି । ସେଥିରୁ ୬୨ଟି କରୋନା ନେଗେଟିଭ୍ ଥିବାବେଳେ ୨ଟି ପଜିଟିଭ୍ ଚିହ୍ନଟ ହୋଇଛି ।  ୪ଟି ରିପୋର୍ଟ ହସ୍ତଗତ ହୋଇନାହିଁ । ଓଡ଼ିଶାରେ ଦ୍ୱିତୀୟ କରୋନା ପଜିଟିଭ୍ କେସ୍ ଚିହ୍ନଟ ହୋଇଛି । ୧୯ ବର୍ଷୀୟ ଏହି ଯୁବକ ୟୁ.କେରୁ ଫେରି ୧୮ ତାରିଖରେ ଭୁବନେଶ୍ୱରରେ ପହଞ୍ଚିଥିଲେ । ୧୯ ତାରିଖରୁ ତାଙ୍କୁ ହସ୍ପିଟାଲ୍ ଆଇସୋଲେସନରେ ରଖାଯାଇଛି । ତାଙ୍କ ପରିବାର ଲୋକଙ୍କୁ […]

Continue Reading