ନବୀନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା : ‘‘ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ଅଭିନନ୍ଦନର ପାତ୍ର’’

ନବୀନଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା : ‘‘ମୁଖ୍ୟମନ୍ତ୍ରୀ ଓ ତାଙ୍କ ଟିମ୍ ଅଭିନନ୍ଦନର ପାତ୍ର’’

#ନବୀନଙ୍କୁ_ପ୍ରଧାନମନ୍ତ୍ରୀଙ୍କ_ପ୍ରଶଂସା               ଭୁବନେଶ୍ୱର   :   ବାତ୍ୟା “ଅମ୍ଫାନ’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବାକୁ ଓଡିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପ୍ରଂଶସା କରିଛନ୍ତି । ମହାବାତ୍ୟା ପଶ୍ଚିମବଙ୍ଗ ଯାଉ ଯାଉ ଓଡିଶାକୁ ଛୁଇଁ ଯାଇଥିଲେ ବି ବହୁତ କ୍ଷୟକ୍ଷତି କରିଛି । କିନ୍ତୁ ପ୍ରଶାସନର ସଚେତନତା ଅଭିଯାନ ଫଳରେ ସମ୍ପତି ନଷ୍ଟ ହୋଇଥିଲେ ବି ଜୀବନ ବଂଚି ଯାଇଛି । ଏଥିପାଇଁ ଓଡିଶାବାସୀ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ତାଙ୍କର […]

Continue Reading