କୋଭିଡ଼ ଗାଇଡ଼ଲାଇନ ମାନି ରଥଯାତ୍ରା ପାଳନ କରିବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

କୋଭିଡ଼ ଗାଇଡ଼ଲାଇନ ମାନି ରଥଯାତ୍ରା ପାଳନ କରିବାକୁ ନିବେଦନ କଲେ ମୁଖ୍ୟମନ୍ତ୍ରୀ

#ନିବେଦନ_କଲେ _ମୁଖ୍ୟମନ୍ତ୍ରୀ           ଭୁବନେଶ୍ୱର   : ପୁରୀରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ପାଳନ କରିବା ପାଇଁ ଅନୁମତି ଦେଇଥିବାରୁ ସୁପ୍ରିମ କୋର୍ଟଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେହିପରି କେନ୍ଦ୍ର ସରକାରଙ୍କ ସହଯୋଗ ପାଇଁ ମଧ୍ୟ ସେ ଧନ୍ୟବାଦ ଜଣାଇଛନ୍ତି । ସେ କହିଛନ୍ତି ଯେ, ରଥଯାତ୍ରା ପାଇଁ ରାଜ୍ୟ ସରକାର ଏବଂ ଶ୍ରୀମନ୍ଦିର ପ୍ରଶାସନ ପୁରା ପ୍ରସ୍ତୁତି କରିଛନ୍ତି । ଠିକ୍ ସମୟରେ ରଥ ଅନୁକୂଳ ଓ ନିର୍ମାଣ ସରିଛି […]

Continue Reading