ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ

#ନିର୍ବାଚିତ_ହେଲେ_ବିଜେଡିର_୮୦_ରାଜ୍ୟ_କାର୍ଯ୍ୟକାରିଣୀ_ସଦସ୍ୟ    ଭୁବନେଶ୍ୱର : ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି । ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ନିର୍ବାଚିତ ସଦସ୍ୟ ମାନେ ହେଲେ,ଅରୂପ ପଟ୍ଟନାୟକ, ଅଶୋକ ପଣ୍ଡା, ଅନନ୍ତ ନାରାୟଣ ଜେନା, ଅରୁଣ ସାହୁ, ଅତନୁ ସବ୍ୟସାଚୀ ନାୟକ, ବିକ୍ରମ କେଶରୀ ଆରୁଖ, ବିଜୟ […]

Continue Reading